ଭୁବନେଶ୍ବର: ମଙ୍ଗଳବାର ଓଡ଼ିଶା ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ୭ ତାରିଖ ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା। ସକାଳ ୧୦ଟାରେ ପାନପୋଷରେ ସାଧାରଣ ସଭା ହେବ। ଅପରାହ୍ଣ ୨ଟାରେ ରାଜଗାଙ୍ଗପୁର ରାଣୀବନ୍ଧରେ ସାଧାରଣ ସଭା ହେବା ପରେ କୁତ୍ରା ଓ ବରଗାଁ ଯିବ। ଅପରାହ୍ଣ ସାଢେ ୪ଟାରେ ବସଷ୍ଟାଣ୍ଡ ଛକରୁ ପଦଯାତ୍ରା ଆରମ୍ଭ ହୋଇ ଷ୍ଟେଟବ୍ଯାଙ୍କ ଛକ ଯିବ। ସେଠାରେ ସାଧାରଣ ସଭା କାର୍ଯ୍ଯକ୍ରମ ରହିଛି। ଆସନ୍ତା ୮ ତାରିଖରେ ଝାରସୁଗୁଡାରେ ସାଧାରଣ ସଭା କାର୍ଯ୍ୟକ୍ରମ ରହିଛି।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ