ନୂଆଦିଲ୍ଲୀ: ଲୋକସଭାରେ ଆଜି ଅନାସ୍ଥା ପ୍ରସ୍ତାବକୁ ନେଇ ଆଲୋଚନା ଚାଲିଥିବା ବେଳେ ଏକ ବିବାଦ ଉପୁଜିଛି । କେନ୍ଦ୍ରୀୟ ମନ୍ତ୍ରୀ ସ୍ମୃତି ଇରାନୀ ରାହୁଲ ଗାନ୍ଧୀଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ଅଭିଯୋଗଟି ହେଉଛି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲୋକସଭାରେ ଭାଷଣ ଦେବା ପରେ ଅଶ୍ଳୀଳ ଇସାରା ଦେଇଛନ୍ତି, ଯେଉଁଥିପାଇଁ ତାଙ୍କୁ ଭୁଲ ମାଗିବାକୁ ପଡିବ ବୋଲି ବିଜେପି ସାଂସଦ ମଧ୍ୟ ଦାବି କରିଛନ୍ତି । ସ୍ମୃତିଙ୍କ ଅଭିଯୋଗ ଅନୁଯାୟୀ, ସଂସଦରେ ରାହୁଲ ଗାନ୍ଧୀ ଫ୍ଲାଇଙ୍ଗ କିସ୍ ର ଇସାରା ଦେଇଛନ୍ତି ଆଉ ଏହା ଅଶ୍ଳିଳ ଅଟେ । ସ୍ମୃତି ଇରାନୀ ଏହା ଉପରେ ଆପତ୍ତି ଊଠାଇଛନ୍ତି । ଯେତେବେଳେ ମହିଳା ସାଂସଦମାନେ ସଦନରେ ବସିଥିଲେ, ସେତେବେଳେ ସେମାନଙ୍କୁ ଫ୍ଲାଇଙ୍ଗ କିସ କରିବାର ଅଙ୍ଗଭଙ୍ଗୀ କରାଯାଇଥିଲା।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post