କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ଉପରେ

ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୧୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।