ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।ସବୁଠି ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା