କୋଲକତା: ୨୦୨୩ ବିଶ୍ବକପ୍ ପୂର୍ବରୁ ଇଡ଼େନ ଗାର୍ଡେନରେ ଅଘଟଣ । କୋଲକାତା ସ୍ଥିତ କ୍ରିକେଟ ଷ୍ଟାଡିଅମ ଇଡ଼େନ ଗାର୍ଡେନର ଡ୍ରେସିଙ୍ଗ ରୁମରେ ଅଗ୍ନିକାଣ୍ଡ । ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ୨ଟି ଟିମ୍ ସହ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଆଉ ଦୁଇଟା ମାସ ପରେ ଇଡେନ ଗାଡେନରେ ବିଶ୍ୱକପ ମ୍ୟାଚ ହେବ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ମହିଳାଙ୍କ ସମେତ ୪ ମାଓବାଦୀ ମୃତ
- ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା
- ଆଜି ଚାଷୀଙ୍କ ଖାତାକୁ ଯାଇଛି ସିଏମ୍ କିଷାନର ୩ୟ କିସ୍ତି ଟଙ୍କା
- ମନାଲି ରେ ପ୍ରବଳ ବର୍ଷା , ନଦୀରେ ବୁଡ଼ିଲା ପକଅପ ଭ୍ୟାନ
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ