ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି ଆଡ଼ଭାନୀ । ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବିଜେପି ନେତା ଲାଲକୃଷ୍ଣ ଆଡଭାନୀ। ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ମାସରେ ସେ ତାଙ୍କର ୯୭ ତମ ଜନ୍ମଦିନ ପାଳନ କରିଥିଲେ। ଆଡଭାନୀ ଗତ କିଛି ମାସ ମଧ୍ୟରେ ବାରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇ ଆସୁଛନ୍ତି।
Trending
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
- ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ ଜାରି
- ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
- ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ
- ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ ହେବ ରଥଟଣା