କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ

କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଏସ୍‌ଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇଛନ୍ତି। ୨୦୨୩ରେ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ଏସ୍‌ଏମ୍ କ୍ରିଷ୍ଣା।