ନୂଆଦିଲ୍ଲୀ: ଇଣ୍ଡିଆ ମେଣ୍ଟର ଦେଶବ୍ୟାପୀ ଆନ୍ଦୋଳନ । ସଂସଦର ଶୀତ ଅଧିବେଶନରେ ବିଶୃଙ୍ଖଳ ଆଚରଣ ପାଇଁ ଉଭୟ ଲୋକସଭା ଓ ରାଜ୍ୟସଭାର ୧୪୬ ଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଥିବାରୁ ଏହାର ଦେଶବ୍ୟାପୀ ପ୍ରତିବାଦ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ କରାଯାଇଛି। ଜନ୍ତରମନ୍ତରଠାରେ ଇଣ୍ଡିଆ ମେଣ୍ଟର ବରିଷ୍ଠ ନେତାମାନେ ଏ ନେଇ ପ୍ରତିବାଦରେ ଏଜଜୁଟ ହୋଇ ‘ଗଣତନ୍ତ୍ର ବଞ୍ଚାଅ’ ଆହ୍ବାନ ଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ପୂର୍ବତନ ସଭାପତି ରାହୁଲ ଗାନ୍ଧି, ଏନ୍ସିପି ମୁଖ୍ୟ ଶରଦ ପାୱାର, ସିପିଏମ୍ର ସୀତାରାମ ୟେଚୁରୀ ଓ ଅନ୍ୟ ବରିଷ୍ଠ ନେତାମାନେ ଜନ୍ତରମନ୍ତରଠାରେ ଆୟୋଜିତ ଆନ୍ଦୋଳନରେ ଯୋଗଦେଇ ମୋଦୀ ସରକାର ଉପରେ ବର୍ଷିଛନ୍ତି। ଆଗାମୀ ଦିନରେ ରାସ୍ତାରେ ଆନ୍ଦୋଳନ ତୀବ୍ର ହେବ ବୋଲି କଂଗ୍ରେସ କହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post