ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ
ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ । ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି । ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି । ଅସ୍ତ୍ରବିରତି ନେଇ ବଡ଼ ସୂଚନା ଦେଲେ ବୈଦେଶିକ ସଚିବ ବିକ୍ରମ ମିସ୍ରି ।