ବିହାରର ରାଜଗିରରେ ଚାଲିଥିବା ମହିଳା ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ଲିଗ୍ ପର୍ଯ୍ୟାୟ ଶେଷ ହୋଇଛି। ପୂର୍ବରୁ ସେମିଫାଇନାଲ୍ ସ୍ଥାନ ନିଶ୍ଚିତ କରିସାରିଥିବା ଭାରତ ରବିବାରର ଶେଷ ଲିଗ୍ ମ୍ୟାଚ୍ରେ ଜାପାନକୁ ୩-୦ ଗୋଲ୍ରେ ହରାଇଛି। ଫଳରେ ଭାରତ ୫ରୁ ୫ ମ୍ୟାଚ୍ ଜିତି ଅପରାଜେୟ ସହ ଟେବୁଲର ଶୀର୍ଷ ସ୍ଥାନ ଦଖଲ କରିଛି। ମଙ୍ଗଳବାର ଅପରାହ୍ଣ ୪.୪୫ ମିନିଟ୍ରେ ଖେଳାଯିବାକୁ ଥିବା ଦ୍ବିତୀୟ ସେମିଫାଇନାଲ୍ରେ ଭାରତ ଜାପାନ ଭେଟିବ।
Trending
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର