ଆଇପିଏଲ୍ର ପରବର୍ତ୍ତୀ ତିନି ଋତୁ ପାଇଁ ତାରିଖ ଧାର୍ଯ୍ୟ କରିଛି ବିସିସିଆଇ। ୨୦୨୫ ଆଇପିଏଲ୍ ଋତୁ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ମେ ୨୫ ତାରିଖରେ ଶେଷ ହେବ। ୨୦୨୬ରେ ମାର୍ଚ୍ଚ ୧୫ରୁ ମେ’ ୩୧ ଓ ୨୦୨୭ରେ ମାର୍ଚ୍ଚ ୧୪ରୁ ମେ’ ୩୦ ତାରିଖ ପର୍ଯ୍ୟନ୍ତ ଆଇପିଏଲ୍ ଅନୁଷ୍ଠିତ ହେବ। ଫ୍ରାଞ୍ଚାଇଜ୍ଗୁଡ଼ିକୁ ବିସିସିଆଇ ଏହି ତାରିଖଗୁଡ଼ିକ ବିଷୟରେ ଅବଗତ କରିଛି
Trending
- ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ