ଜମ୍ମୁ କଶ୍ମୀର କିଏ ସରକାର ଗଢ଼ିବ ? ବିଜେପି ସରକାର ଗଢ଼ିବ କି କଂଗ୍ରେସ ମେଂଟ ! ତେବେ ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା ଏକ ବଡ଼ ବୟାନଦେଇଛନ୍ତି। ସେ କହିଛନ୍ତି, ଆମେ କୌଣସି ସମୟରେ ଭାଜପା ସହିତ ଯିବୁ ନାହିଁ। ଏକଜିଟ ପୋଲ ସହ ଜଡିତ ପ୍ରଶ୍ନ ଉପରେ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକଜିଟ ପୋଲ ମଧ୍ୟ ଭୁଲ ପ୍ରମାଣିତ ହୋଇପାରେ। ତେଣୁ, ଫଳାଫଳ ପରେ ହିଁ କିଛି କହିବା ଠିକ ହେବ। ତେବେ ତାଙ୍କ ପୁଅ ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଆଶାବାଦୀ ଅଛନ୍ତି ।
ଏଥର ନ୍ୟାସନାଲ କନଫରେନ୍ସ ଜମ୍ମୁ କଶ୍ମୀରରେ କଂଗ୍ରେସ ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଅଧିକାଂଶ ଏକଜିଟ ପୋଲ୍ରେ କଂଗ୍ରେସ-ଏନସି ସର୍ବାଧିକ ସିଟ ପାଇବାକୁ ଦର୍ଶାଉଛି। ତେବେ ମତଦାନରେ କେହି ସଂଖ୍ୟାଗରିଷ୍ଠତା ହାସଲ କରୁଥିବା ଜଣାପଡି ନାହିଁ। ଏଭଳି ପରିସ୍ଥିତିରେ ରାଜ୍ୟରେ ଝୁଲା ବିଧାନସଭା ହେବାର ସମ୍ଭାବନା ରହିଛି। ଯଦି ସେପରି ହୁଏ ତେବେ କେନ୍ଦ୍ର ନିଷ୍ପତ୍ତି ନେବ କିଏ ସରକାର ଗଠନ କରିବ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Next Post