ଲାଲକିଲ୍ଲାରେ ରାବଣ ପ୍ରତିକୃତିରେ ଅଗ୍ନି ସଂଯୋଗ କରିବେ ଜଣେ ମହିଳା । ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲାରେ ହେଉଥିବା ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ରାବଣ ପ୍ରତିକୃତିରେ ଅଗ୍ନିସଂଯୋଗ କରିବେ ଅଭିନେତ୍ରୀ କଙ୍ଗନା ରାନାୱତ୍। ଉଲ୍ଲେଖନୀୟ କଥା ହେଲା, ଏହି ରାବଣ ଦହନ କାର୍ଯ୍ୟକ୍ରମର ଦୀର୍ଘ ୫୦ ବର୍ଷର ଇତିହାସରେ ପ୍ରଥମ ଥର ଲାଗି ଜଣେ ମହିଳା ରାବଣର ପ୍ରତିକୃତିରେ ନିଆଁ ଲଗାଇବେ। ଚଳିତ ବର୍ଷ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବାରୁ ଏହାକୁ ସମ୍ମାନ ଜଣାଇ ଲବକୁଶ ରାମଲୀଳା କମିଟି ଜଣେ ମହିଳାଙ୍କ ହସ୍ତରେ ରାବଣ ଦହନ କରିବାର ନିଷ୍ପତ୍ତି ନେଇଛି ଓ ଅଭିନେତ୍ରୀ କଙ୍ଗନାଙ୍କୁ ଏଥିଲାଗି ଚୟନ କରାଯାଇଛି ବୋଲି କମିଟିର ଅଧ୍ୟକ୍ଷ ଅର୍ଜୁନ ସିଂ ସୂଚନା ଦେଇଛନ୍ତି।
Trending
- ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ