ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଥମ ମ୍ୟାଚ ଖେଳୁନାହାନ୍ତି। ଆଥିୟା ଗର୍ଭବତୀ ଥିବାର ସୂଚନା ଗତ ବର୍ଷ ନଭେମ୍ବରରେ ରାହୁଲ ସୋସିଆଲ ମିଡିଆରେ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଥିଲେ।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ