ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ ଏକନାଥ । କିଏ ହେବ ପରବର୍ତ୍ତୀ ମଖ୍ୟମନ୍ତ୍ରୀ ଏବେ ବି ସସ୍ପେନ୍ସ ଜାରି । ସିନ୍ଦେ ଏବଂ ଦେବେନ୍ଦ୍ର ଫଡନାଭିସ୍ଙ୍କ ନାଁକୁ ନେଇ ଜୋରଦାର ଚର୍ଚ୍ଚା ।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ