ପୋଲିସ ଗୁଳିରେ ମାଓ କମାଣ୍ଡର ମନୀଷ ଯାଦବ ମୃତ

ପୋଲିସ ଗୁଳିରେ ଝାଡ଼ଖଣ୍ଡ ଲାତେହାରରେ ମାଓ କମାଣ୍ଡର ମନୀଷ ଯାଦବ ମୃତ। ଆଉ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଓବାଦୀଙ୍କ ଉପରେ ଥିଲା 10 ଲକ୍ଷ ଟଙ୍କାର ପୁରସ୍କାର ରାଶି । ମୃତ ମନୀଷ ଉପରେ ମଧ୍ୟ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ସେମାନଙ୍କ ନିକଟରୁ ଦୁଇଟି ଏକ୍ସ ୯୫ ରାଇଫଲ ଜବତ କରାଯାଇଥିବା ସୂଚନା ଦେଇଛନ୍ତି ପାଲାମୁ ଡିଆଇଜି ଓ୍ବାଇ ଏସ ରମେଶ ।

Leave a comment