ଦେଶରେ ବଢୁଥିବା ବେରୋଜଗାରୀଙ୍କୁ ନେଇ ବିରୋଧୀଦଳମାନେ ବାରମ୍ବାର ସରକାରଙ୍କୁ ଟାର୍ଗେଟ କରୁଛନ୍ତି । ପ୍ରତି ନିର୍ବାଚନ ପୂର୍ବରୁ ସମସ୍ତ ରାଜନୈତିକଦଳମାନେ ବେରୋଜଗାର ଓ ନିଯୁକ୍ତିକୁ ବଡ ପ୍ରସଙ୍ଗ କରିଥାନ୍ତି । ଏହି କ୍ରମରେ ସଂସଦର ମୌସୁମୀ ଅଧିବେଶନ ବେଳେ ଗୃହମନ୍ତ୍ରଣାଳୟ ଅଧିନରେ ଥିବା ବିଭାଗରେ କେତେ ଖାଲି ପଦ ରହିଛି ତାହାକୁ ନେଇ ପ୍ରଶ୍ନ ପଚରାଯାଇଥିଲା । ସମାଜବାଦୀ ପାର୍ଟିର ସାଂସଦ ଜାବେଦ ଅଲ୍ଲୀ ଖାନ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଠାରୁ ଲିଖିତ ଜବାବ ଦାବି କରି ପଚାରିଥିଲେ କି ଗୃହମନ୍ତ୍ରଣାଳୟ ଅଧିନରେ ଆସୁଥିବା ବିଭାଗରେ କେତେ ପଦ ଖାଲି ପଡିଛି । ଏହାର ଜବାବରେ କୁହାଯାଇଛି କି ଗୃହମନ୍ତ୍ରଣାଳୟ ଅଧିନରେ ଆସୁଥିବା ବିଭାଗ ଓ କେନ୍ଦ୍ରୀୟ ବଳରେ ପାଖାପାଖି ୧,୧୪,୨୪୫ ପଦବୀ ଖାଲି ପଡିଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Next Post