ହରିୟାଣାର ରାଜନୀତିକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହାକୁ ନେଇ କଂଗ୍ରେସକୁ ଟ୍ରୋଲ କରୁଛନ୍ତି ସାଧାରଣ ଜନତା । ଜିତୁ ଜିତୁ କିପରି ହାରିଲା କଂଗ୍ରେସ ତାକୁ ନେଇ ଚର୍ଚ୍ଚା ହେଉଛି । ତେବେ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏହା ଜଣାପଡିଛି । ଆସନ୍ତା ୧୭ ତାରିଖରେ ଶପଥ ଗ୍ରହଣ ସମାରୋହ ପଞ୍ଚକୁଲାରେ ଅନୁଷ୍ଠିତ ହେବ । ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ସେହି ଦିନ ଶପଥ ନେବେ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଯୋଗଦେବେ । ହରିୟାଣା ନିର୍ବାଚନରେ ବିଜେପି ୪୮ ସିଟ୍ ଜିତି ବହୁମତ ହାସଲକରିଛି । କଂଗ୍ରେସ ୩୭ ସିଟ୍ ସହ ବିରୋଧୀ ଆସନରେ ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ