କେନ୍ଦ୍ରର କ୍ଷମତାସୀନ ନରେନ୍ଦ୍ର ମୋଦି ସରକାର ଆସନ୍ତାକାଲି ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବେ। ମଣିପୁର ପ୍ରସଙ୍ଗରେ ଆସନ୍ତକାଲି ଦିନ ୧୨ଟାରୁ ଠାରୁ ୧୦ ତାରିଖ ସନ୍ଧ୍ୟା ୭ଟା ଯାଏ ଏହି ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ୧୩୫ ଦିନ ପରେ ସାଂସଦ ପଦ ଫେରି ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଅନାସ୍ଥା ପ୍ରସ୍ତାବ ଉପରେ ନିଜର ମତ ରଖିବେ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ