ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଳା, ସମାଜ ସେବା, ବିଜ୍ଞାନ , ଇଞ୍ଜିନିୟରିଙ୍ଗ, ବ୍ୟାପାର ଓ ଉଦ୍ୟୋଗ, ଚିକିତ୍ସା ସାହିତ୍ୟ ଆଦି କ୍ଷେତ୍ରରେ ବିଶେଷ ଅବଦାନ ଦେଇଥିବା ବ୍ୟକ୍ତି ବିଶେଷଙ୍କ ଏହି ସମ୍ମାନ ପ୍ରଦାନ କରାଯାଇଛି ।