ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ପୂର୍ବରୁ ଓଡ଼ିଶାର ଜୁଏଲ ଓରାମଙ୍କ ପାଖକୁ ଫୋନ୍ କଲ୍ ଆସିଛି। ସେହିପରି ଅଶ୍ବିନୀ ବୈଷ୍ଣବଙ୍କ ପାଖକୁ ମଧ୍ୟ ଫୋନ୍ କଲ୍ ଆସିଛି। ଉଭୟ ଜୁଏଲ୍ ଏବଂ ଅଶ୍ବିନୀ ମୋଦୀଙ୍କ ବାସଭବନକୁ ଯାଇଛନ୍ତି। ଆଜି ମୋଦୀଙ୍କ ସହ ୩୦ ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି । ସମ୍ଭାବିତ ମନ୍ତ୍ରୀଙ୍କ ପାଖକୁ ଫୋନ୍ ଯିବା ଆରମ୍ଭ ହୋଇଗଲାଣି । ସୂଚନା ଅନୁସାରେ ରାଜନାଥ ସିଂହ, ନୀତୀନ ଗଡ଼କରୀ, ପ୍ରହଲ୍ଲାଦ ଯୋଶୀ, ପୀୟୁଷ ଗୋଏଲଙ୍କ ପାଖକୁ ଫୋନ୍ ଯାଇଛି ।ସେହିପରି ଜୀତନରାମ ମାଂଝୀ, ଜୟନ୍ତ ଚୌଧୁରୀ ଓ ଅନୁପ୍ରିୟା ପଟେଲଙ୍କୁ ମଧ୍ୟ ଫୋନ୍ ଯାଇଛି । ଟିଡିପିର ଦୁଇ ଜଣ ରାମ ମୋହନ ନାଇଡୁ ଓ ଡ. ଚନ୍ଦ୍ରଶେଖରଙ୍କୁ ଫୋନ୍ କଲ ଯାଇଛି । ସେହିପରି ଜେଡିୟୁର ରାମନାଥ ଠାକୁରଙ୍କୁ ଫୋନ୍ ଯାଇଥିବା ଜଣାପଡ଼ିଛି । ବିହାରର ଏନଡିଏର ସହଯୋଗୀ ଦଳ ଏଲଜେପିର ଚିରାଗ ପାସୱାନଙ୍କୁ ମଧ୍ୟ ଫୋନ ଯାଇଛି । ଫୋନ ଯାଇଥିବା ନେତାମାନେ ମୋଦୀଙ୍କ କ୍ୟାବିନେଟରେ ସାମିଲ ହେବା ନେଇ ସୂଚନା ମଳିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post