ତୃତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ଉଦଘାଟନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନସିଂ ଜରିଆରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା ୨୦୨୩କୁ ଉଦଘାଟନ କରିଛନ୍ତି । ୨୦୦ରୁ ଅଧିକ ବିଶ୍ୱବିଦ୍ୟାଳୟରୁ ୪ ହଜାର ୭୫୦ରୁ ଅଧିକ କ୍ରୀଡାବିତ୍ ଏହି କ୍ରୀଡା ମହୋତ୍ସବରେ ଅଂଶଗ୍ରହଣ କରିବେ ।
https://www.youtube.com/watch?v=XzsMogrFztk
