ନୂଆଦିଲ୍ଲୀ: ସଂସଦରେ ଅନାସ୍ଥା ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ୨ ଘଣ୍ଟା ୧୩ ମିନିଟ ଭାଷଣରେ ମାତ୍ର ଦୁଇ ମିନିଟ ମଣିପୁର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିରୁ ସ୍ପଷ୍ଟ ଯେ ମଣିପୁରର ସ୍ଥିତି କଣ ସେ ଜାଣିନାହାନ୍ତି । ସେ ନିଜେ ଏହି ସ୍ଥିତିକୁ ଦେଖିବା କଥା ।ମଣିପୁର ଯାଇ ଲୋକଙ୍କ କଥା ବୁଝିବା କଥା । ଲୋକଙ୍କୁ ବିଶ୍ବାସ ଦେବା ଦରକାର ସେମାନଙ୍କ ପାଇଁ ଏ ଦେଶରେ ପ୍ରଧାନମନ୍ତ୍ରୀ ଅଛନ୍ତି । କିନ୍ତୁ ମଣିପୁର କଥା ବୁଝିବା ପାଇଁ ଏ ସରକାର ସକ୍ଷମ ନୁହେଁ । ସଂସଦରେ ଏଭଳି ଗମ୍ଭୀର ସ୍ଥିତି ଉପରେ ଆଲୋଚନା କରିବା ବଦଳରେ ପ୍ରଧାନମନ୍ତ୍ରୀ ହସୁଛନ୍ତି । ମଣିପୁରରେ ଭାରତମାତାର ହତ୍ୟା କରିଛି ବିଜେପି । ସ୍ଥିତିକୁ ନିୟନ୍ତ୍ରଣ କରିବା ବଦଳରେ ଜଳିବାକୁ ଦିଆଯାଇଥିଲା ବୋଲି ରାହୁଲ ଗାନ୍ଧୀ କହିଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ