ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post