କେବିସି ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଖ୍ରୀଷ୍ଟମାସର ପୂର୍ବରୁ କ୍ୟାଥୋଲିକ୍ ବିଶପ୍ସ କନଫରେନ୍ସ ଅଫ୍ ଇଣ୍ଡିଆ (କେବିସି) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ | ସ୍ମରଣୀୟ ହେବାକୁ ଯାଉଛି କାରଣ କେବିସି ଏହାର 80 ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ତେଣୁ ଏହା ଏକ ସ୍ମରଣୀୟ ମୁହୁର୍ତ ଏବଂ ମୁଁ କେବିସି ସହିତ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ | ପୋପ୍ ଫ୍ରାନ୍ସିସ୍ ଙ୍କ ଠାରୁ ସର୍ବଦା ସ୍ନେହ ପାଇଥିବାରୁ ନିଜକୁ.ଭାଗ୍ୟବାନ୍ ମନେକରିଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ |