ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ମୋଦି ତାଙ୍କସହ ଫୋନରେ କଥା ହୋଇଛନ୍ତି । ବିଶ୍ବର ଶାନ୍ତି, ସମୃଦ୍ଧି ଓ ସୁରକ୍ଷା ପାଇଁ ଏକାଠି କାମ କରିବେ ଉଭୟ ରାଷ୍ଟ୍ର । ପୂର୍ବରୁ ସୋସିଆଲ ମିଡିଆ ଏକ୍ସରେ ଡୋନାଲଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଥିଲେ ମୋଦି ।