ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଜି -20 ଶିଖର ସମ୍ମିଳନୀରେ ବ୍ରାଜିଲର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଲୁଇଜ୍ ଇନାସିଓ ଲୁଲା ଡା ସିଲଭାଙ୍କ ସହିତ ସାକ୍ଷାତ କରିଛନ୍ତି। ଭାରତର ଜି -20 ଅଧ୍ୟକ୍ଷତାର ସଫଳତା ପାଇଁ ରାଷ୍ଟ୍ରପତି ଲୁଲା ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆସନ୍ତା ବର୍ଷ ବ୍ରାଜିଲରେ ଜି -20 ଅଧ୍ୟକ୍ଷତା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କୁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ପ୍ରଦାନ କରିବା ସୁନିଶ୍ଚିତ କରିଛନ୍ତି। ଭାରତ – ବ୍ରାଜିଲ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍, ଜୈବ-ଇନ୍ଧନ, ଔଷଧ, କୃଷି ଭିତ୍ତିକ ଶିଳ୍ପ, ସ୍ପେସ୍ ଏବଂ ବିମାନ ଚଳାଚଳ କ୍ଷେତ୍ରରେ ସହଯୋଗ ଆଦି ବିଷୟ ଉପରେ ଏହି ଅବସରରେ ଆଲୋଚନା ହୋଇଥିଲା |ବୈଠକ ଶେଷରେ ଏକ ମିଳିତ ବିବୃତ୍ତି ଜାରି କରାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post