ନୂଆଦିଲ୍ଲୀ: ଦେଶର ମୁଦ୍ରାସ୍ଫିତି ଚଳିତ ଆର୍ଥିକ ବର୍ଷରେ ଆହୁରି ମହଙ୍ଗା ହେବାକୁ ଯାଉଛି । ପୂର୍ବରୁ ଧାର୍ଯ୍ୟ ୫.୧ ବଦଳରେ ଚଳିତ ଆର୍ଥିକ ବର୍ଷରେ ଇନଫ୍ଲେସନ୍ ୫.୪ ପ୍ରତିଶତକୁ ବୃଦ୍ଧି ପାଇବ । ମେ’ ମାସରେ ମୁଦ୍ରାସ୍ଫିତୀ ହାର ୪.୩ ପ୍ରତିଶତ ଥିବା ବେଳେ ଜୁନରେ ଏହା ୪.୮ ରହିଥିଲା । ଅଗଷ୍ଟ ଏବଂ ସେପ୍ଟେମ୍ବରରେ ଏହା ଆହୁରି ବଢ଼ିବା ନେଇ ପୂର୍ବାନୁମାନ କରିଛି ରିଜର୍ଭ ବ୍ୟାଙ୍କ ।ତିନିଦିନିଆ ମନିଟାରୀ ପଲିସି ବୈଠକ ପରେ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏଭଳି ସୂଚନା ଦେଇଛନ୍ତି । ମୁଦ୍ରାସ୍ଫିତିର ବର୍ଦ୍ଧିତ ଆକଳନ କାରଣରୁ ଏଥର ରେପୋ ରେଟକୁ ଅପରିବର୍ତ୍ତିତ ରଖାଯାଇଛି ।
Trending
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି