ପ୍ରଥମ ମ୍ୟାଚ୍ରେ ହିଁ ଅନେକ ରେକର୍ଡ ଭାଙ୍ଗିଛି। ସିଜିନର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଏବଂ ଗୁଜରାଟ ଜାଏଣ୍ଟ୍ସ ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦୧ ରନ କରିଥିଲା। ଜବାବରେ ଆର୍ସିବି ୧୮.୩ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ଆରସିବି ହିରୋ ରିଚା ଘୋଷ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ।
ଗୁଜରାଟ ପାଇଁ ଅଧିନାୟକ ଆଶଲି ଗାର୍ଡନର ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ୩୭ ବଲ୍ରେ ଅପରାଜିତ ୭୯ ରନ କରିଥିଲେ। ସେ ୩ଟି ଚୌକା ଏବଂ ୮ଟି ଛକା ମାରିଥିଲେ। ବେଥ ମୁନି ୫୬ ରନର ଇନିଂସ ଖେଳିଥିଲେ। ଏହିପରି ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୨୦୧ ରନ କରିଥିଲା। ଜବାବରେ ବେଙ୍ଗାଳୁରୁ ୪ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହି ମ୍ୟାଚ୍ରେ ମୋଟ ୪୦୩ ରନ ହୋଇଥିଲା। ଏହା ମହିଳା ପ୍ରିମିୟର ଲିଗ ଇତିହାସରେ ଏକ ମ୍ୟାଚ୍ରେ ସର୍ବାଧିକ ମୋଟ ସ୍କୋର।
Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Next Post