ଡେରାଡୁନ: ଉତ୍ତରାଖଣ୍ଡ ଗୌରୀକୁଣ୍ଡରେ ଭୁସ୍ଖଳନ ବେଳେ ନିଖୋଜ ୨୦ ଜଣଙ୍କ ଏବେବି କୌଣସି ପତ୍ତା ମିଳିନାହିଁ । ଉଦ୍ଧାରକାରୀ ଦଳ ଖୋଜାଖୋଜି ଜାରି ରଖିଛନ୍ତି । କେଦାରନାଥ ଯାଉଥିବା ବେଳେ ଗୌରୀକୁଣ୍ଡରେ ବନ୍ୟା ଆସିବା ପରେ ଅଚାନକ ଭୂସ୍ଖଳନ ଯୋଗୁଁ ୨୦ ଜଣ ଭାସି ଯାଇଥିଲେ । ଲଗାଣ ବର୍ଷା ଓ ପାହାଡରୁ ପଥର ଖସିବା କାରଣରୁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ଉପୁଜୁଛି । ଡ୍ରୋନ ସାହାଯ୍ୟରେ ନିଖୋଜ ଲୋକଙ୍କୁ ଖୋଜା ଚାଲିଛି ବୋଲି କହିଛି ପ୍ରଶାସନ ।ଗତ ଗୁରୁବାର ଓ ଶୁକ୍ରବାର ମଧ୍ୟରାତ୍ରି ୧୨ଟା ବେଳେ ଭୂସ୍ଖଳନ ହୋଇଥିଲା ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post