ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ୫୧ ବର୍ଷୀୟ ସଚିନଙ୍କ ନାଁରେ କ୍ରିକେଟ ଇତିହାସରେ ସର୍ବାଧିକ ଟେଷ୍ଟ ଏବଂ ଏକଦିବସୀୟ ରନ ସ୍କୋର କରିବାର ରେକର୍ଡ ରହିଛି।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ