ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ ବିଜେପି ନେତୃତ୍ୱାଧୀନ ଏନ୍ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ ଜନତା ପାର୍ଟି (SBSP) ଏନ୍ଡିଏରେ ସାମିଲ ହୋଇଛି।ଓମ୍ ପ୍ରକାଶ ରାଜଭର ଏକ ଫଟୋ ଟ୍ୱିଟ୍ କରିଛନ୍ତି। ଏଥିରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ ଅଛନ୍ତି। ଏହି ଟ୍ୱିଟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ