ଭାରତୀୟ ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପୁରସ୍କାର ଜିତିଛନ୍ତି। ମନ୍ଧାନା ଶ୍ରେଷ୍ଠ ମହିଳା ଦିନିକିଆ ୨୦୨୫ ପୁରସ୍କାର ଜିତିବା ପରେ ଖୁସି ପ୍ରକାଶ କରି କହିଛନ୍ତି, ମୁଁ ଏହି ପୁରସ୍କାର ପାଇ ICCକୁ ଧନ୍ୟବାଦ ଦେବାକୁ ଚାହୁଁଛି। ଗତ ବର୍ଷ ଦିନିକିଆ ଫର୍ମାଟରେ ଭାରତୀୟ ଦଳ ପାଇଁ ଭଲ ଥିଲା, ଏବଂ ମୁଁ ଖୁସି ଯେ ମୁଁ ଯୋଗଦାନ ଦେଇପାରିଲି।” ମୁଁ ସମସ୍ତ ସମର୍ଥନ ପାଇଁ ପ୍ରଶିକ୍ଷକ ଏବଂ ମୋ ପରିବାରକୁ ଧନ୍ୟବାଦ ଦେବାକୁ ଚାହୁଁଛି ଏବଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସମସ୍ତ ଉତ୍ଥାନ-ପତନ ସମୟରେ ମୋ ସହିତ ଥିବା ମୋର ସାଥୀ ଖେଳାଳିମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି।
Trending
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଲେ କାହିଁକି ?
- ବାଂଲାଦେଶର ଢାକାରେ ଜେଟ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି
- ଭାରତୀୟ ସେନାର ଶକ୍ତି ଦେଖିଥିଲା ସାରା ବିଶ୍ୱ
- ହଟ୍ଟଗୋଳରୁ ଆରମ୍ଭ ସଂସଦର ମୌସୁମୀ ଅଧିବେଶନ , ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା
- ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ
- ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା