ମହିଳା ସଂରକ୍ଷଣ ବିଲ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଉପରେ କଂଗ୍ରେସ ମତ ରଖିଛି । ଲୋକସଭାରେ ବିତର୍କ ଜାରି ରହିଥିବା ବେଳେ ଏହି ସମୟରେ ସୋନିଆ ଗାନ୍ଧୀ ନିଜ ବକ୍ତବ୍ୟ ରଖି କହିଛନ୍ତି, କଂଗ୍ରେସ ମହିଳା ସଂରକ୍ଷଣ ବିଲକୁ ସମର୍ଥନ କରୁଛି । ପୂର୍ବରୁ ରାଜୀବ ଗାନ୍ଧୀ ଏହି ବିଲ୍ ଆଣିଥିଲେ । ଏହି ବିଲ୍ ଦ୍ୱାରା ରାଜୀବ ଗାନ୍ଧୀଙ୍କ ସ୍ୱପ୍ନ ପୂରଣ ହେବ । ୧୩ବର୍ଷ ହେବ ମହିଳାମାନେ ଅପେକ୍ଷା କରି ରହିଛନ୍ତି । ବିଲରେ ଓବିସି, ଏସସି, ଏସଟିଙ୍କୁ ବି ସାମିଲ କରାଯାଉ । ସେ କହିଛନ୍ତି, ଏତେ ବର୍ଷ ଧରି ମହିଳାମାନେ ରାଜନୈତିକ ନେତୃତ୍ୱ ନେବାକୁ ଅପେକ୍ଷା କରି ରହିଛନ୍ତି । ଏବେ ସେମାନଙ୍କୁ ଆହୁରି କାହିଁକି ଅପେକ୍ଷା କରିବାକୁ ପଡିବ । ଯଦି ବିଲ ଆଣୁଛ ତାହାଲେ ତୁରନ୍ତ ଲାଗୁ କରିବାକୁ ଅପିଲ କରିଛନ୍ତି ସୋନିଆ ।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
Prev Post
Next Post