ମହିଳା ସଂରକ୍ଷଣ ବିଲ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଉପରେ କଂଗ୍ରେସ ମତ ରଖିଛି । ଲୋକସଭାରେ ବିତର୍କ ଜାରି ରହିଥିବା ବେଳେ ଏହି ସମୟରେ ସୋନିଆ ଗାନ୍ଧୀ ନିଜ ବକ୍ତବ୍ୟ ରଖି କହିଛନ୍ତି, କଂଗ୍ରେସ ମହିଳା ସଂରକ୍ଷଣ ବିଲକୁ ସମର୍ଥନ କରୁଛି । ପୂର୍ବରୁ ରାଜୀବ ଗାନ୍ଧୀ ଏହି ବିଲ୍ ଆଣିଥିଲେ । ଏହି ବିଲ୍ ଦ୍ୱାରା ରାଜୀବ ଗାନ୍ଧୀଙ୍କ ସ୍ୱପ୍ନ ପୂରଣ ହେବ । ୧୩ବର୍ଷ ହେବ ମହିଳାମାନେ ଅପେକ୍ଷା କରି ରହିଛନ୍ତି । ବିଲରେ ଓବିସି, ଏସସି, ଏସଟିଙ୍କୁ ବି ସାମିଲ କରାଯାଉ । ସେ କହିଛନ୍ତି, ଏତେ ବର୍ଷ ଧରି ମହିଳାମାନେ ରାଜନୈତିକ ନେତୃତ୍ୱ ନେବାକୁ ଅପେକ୍ଷା କରି ରହିଛନ୍ତି । ଏବେ ସେମାନଙ୍କୁ ଆହୁରି କାହିଁକି ଅପେକ୍ଷା କରିବାକୁ ପଡିବ । ଯଦି ବିଲ ଆଣୁଛ ତାହାଲେ ତୁରନ୍ତ ଲାଗୁ କରିବାକୁ ଅପିଲ କରିଛନ୍ତି ସୋନିଆ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post