ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି । ସୂର୍ଯ୍ୟକୁମାର ଯାଦବ ଦେଓନାରର ଗୋଦରେଜ ସ୍କାଏ ଟେରାସ୍ରେ ଦୁଇଟି ନୂତନ ଆପାର୍ଟମେଣ୍ଟ କିଣିଛନ୍ତି। ଏହାର ମୋଟ କାର୍ପେଟ କ୍ଷେତ୍ରଫଳ ପ୍ରାୟ ୪୨୨୨.୭୬ ବର୍ଗଫୁଟ। ସୂର୍ଯ୍ୟଙ୍କ ନୂତନ ଫ୍ଲାଟର ମୂଲ୍ୟ ପ୍ରାୟ ୨୧.୧୧ କୋଟି ଟଙ୍କା। ଫ୍ଲାଟ କିଣିବା ଉପରେ ୧.୨୬ କୋଟି ଟଙ୍କାର ଷ୍ଟାମ୍ପ ଡ୍ୟୁଟି ମଧ୍ୟ ପୈଠ କରାଯାଇଛି।
Trending
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର