ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣା ଘଟିବା ପରେ ପୀଡିତଙ୍କ ମୃତଦେହକୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ଘଟଣାର ତଦନ୍ତ ଆରମ୍ଭ କରିବା ପାଇଁ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ।
Trending
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?