ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇସାରିଲେଣି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ