ବିହାର ବିଧାନସଭା ନିର୍ବାଚନ ଫଳାଫଳ : ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ଆରମ୍ଭ
ଦୁଇ ପର୍ଯ୍ୟାୟ ବିହାର ବିଧାନସଭା ନିର୍ବାଚନର ଫଳାଫଳ (Bihar Results) ଆଜି ଶୁକ୍ରବାର (ନଭେମ୍ବର ୧୪) ଘୋଷଣା କରାଯିବ। ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗଣିତ କରାଯାଉଛି । ବିହାର ବିଧାନସଭାରେ ୨୪୩ଟି ଆସନ ଅଛି ଏବଂ ବହୁମତ ସଂଖ୍ୟା ୧୨୨।