ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ସେଣ୍ଟ ଜର୍ଜ ପାର୍କରେ ଖେଳାଯିବ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ମ୍ୟାଚରେ ୬୧ ରନରେ ବିଜୟଲାଭ କରିଥିଲା । ଆଜି ଖେଳିଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍ରେ ବିଜୟ ଲାଭ କରି ୪ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୦ରେ ଆଗୁଆ ରହିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ୍ ଖେଳାଯିବ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post