୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ନୂଆଦିଲ୍ଲୀରେ ପହଞ୍ଚିବେ।

Leave a comment