ଚଳିତ ରଣଜୀ ଟ୍ରଫିର ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଗୁଜରାଟକୁ ପରାସ୍ତ କରି ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି।
Trending
- ବେଦାନ୍ତ ଝାରସୁଗୁଡା ସମ୍ପ୍ରଦାୟିକ ଆଉଟରିଚ୍ ପଦକ୍ଷେପ ସହିତ ଜାତୀୟ କର୍କଟ ସଚେତନତା ଦିବସ ପାଳିତ
- ୨୪ ବର୍ଷ ବିଜେଡି କ୍ଷମତାରେ ରହି ବି ସୁନାବେଡ଼ାର କାହିଁକି ବିକାଶ କରିପାରିଲାନି ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ
- ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣା: ୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ
- NDA ସରକାର ନଆସିଲେ ରାଜ୍ୟର ପିଲାମାନେ ଡାକ୍ତର କିମ୍ବା ଇଞ୍ଜିନିୟର ନୁହେଁ, ଗୁଣ୍ଡା ହେବେ – ମୋଦୀ
- ବାଲିଯାତ୍ରାେରେ ବାସୀ ଖାଦ୍ୟ , ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ
- ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି – ନବୀନ
- ୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି
- ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
- ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା
- ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ ମୁଖ୍ୟମନ୍ତ୍ରୀ