ନୂଆଦିଲ୍ଲୀ : ଲୋକସଭାରେ ଗୃହୀତ ହେଲା ମହିଳା ସଂରକ୍ଷଣ ବିଲ୍ । ମହିଳାମାନଙ୍କୁ ବିଧାନସଭା ଓ ଲୋକସଭାରେ ସଂରକ୍ଷଣ ପ୍ରଦାନ କରୁଥିବା ‘ନାରୀ ଶକ୍ତି ବନ୍ଦନା ବିଲ୍’ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନ ସହ ଲୋକସଭାରେ ଗୃହୀତ ହୋଇଛି । ଏହି ବିଲର ସମର୍ଥନରେ ୪୫୪ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ ମାତ୍ର ୨ଟି ଭୋଟ ପଡ଼ିଥିଲା । ଲୋକସଭାରେ ବିତର୍କ ପରେ ଏହି ବିଲ ପାଇଁ ଭୋଟ ଗ୍ରହଣ ହୋଇଥିଲା, ଭୋଟ ଗ୍ରହଣ ପରେ ବାଚସ୍ପତି ଓମ ବିରଲା ଫଳାଫଳ ଘୋଷଣା କରିଥିଲେ । ଏହି ବିଲଟି ମଙ୍ଗଳବାର ଦିନ ଲୋକସଭାରେ ଆଗତ ହୋଇଥିଲା । ଅମିତ ଶାହ କହିଛନ୍ତି ଯେ ନିର୍ବାଚନ ପରେ ଉଭୟ ଜନଗଣନା ଓ ସୀମା ନିର୍ଦ୍ଧାରଣ ହେବ, ଖୁବ୍ ଶୀଘ୍ର ସମୟ ଆସିବ ଯେ ଏକ ତୃତୀୟାଂଶ ମା’ ଓ ଭଉଣୀ ସଂସଦ ଓ ବିଧାନସଭାକୁ ଆସିବେ ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post