ସୁପ୍ରିମ୍କୋର୍ଟଙ୍କ ବୁଲଡୋଜର ରାୟ ଆସିବା ପରେ ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଝାଡ଼ଖଣ୍ଡରେ ଏହି ପ୍ରସଙ୍ଗରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଗୀ କହିଛନ୍ତି ସଂପ୍ରତି ବୁଲଡୋଜର ଏବେ ବିଶ୍ରାମ ନେଇଛି। ଏହା ଶୀଘ୍ର ଲୁଟ ପାଣ୍ଠିକୁ ଫେରାଇ ଆଣିବ। ଜେଏମ୍ଏମ୍ ନେତୃତ୍ବାଧୀନ ମେଣ୍ଟ ରାଜ୍ୟର ପ୍ରାକୃତିକ ସମ୍ବଳ ଓ କେନ୍ଦ୍ରୀୟ ପାଣ୍ଠିର ଲୁଟ୍ କରୁଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଶରଣ ଦେଉଛି, ଫଳରେ ସେମାନେ ରାଜ୍ୟର ସୁରକ୍ଷା, ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ବର୍ତ୍ତମାନ ବୁଲ୍ଡୋଜର ବିଶ୍ରାମ ନେଇଛି। ଖୁବ୍ଶୀଘ୍ର କାମରେ ଲାଗିବ ଏବଂ ଲୁଟ୍ ହୋଇଥିବା ପାଣ୍ଠିକୁ ଫେରାଇ ଆଣିବ। ଆଦିତ୍ୟନାଥ କହଛନ୍ତି, ମଥୁରାରେ କୃଷ୍ଣ ମନ୍ଦିର ନିମନ୍ତେ ହିନ୍ଦୁମାନେ ଏକଜୁଟ ହେବାର ସମୟ ଆସିଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ