ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଓକିଲ କହିଥିଲେ, “ଛାଡ଼ପତ୍ର ହୋଇସାରିଛି। ବିବାହ ଭାଙ୍ଗିଯାଇଛି।”

 

Leave a comment