ଆସନ୍ତାକାଲି ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍ଟିଏଚ୍ଏଲ୍) ଉଦ୍ଘାଟନ ହେବ। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ‘ଅଟଳ ସେତୁ’ ଭାବେ ନାମିତ ଏହି ଏମ୍ଟିଏଚ୍ଏଲ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
Trending
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Next Post