୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୂର୍ବାହ୍ନ ୧୦ଟା ୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ପରେ ରେମେଡ ପଡିଆଠାରେ ପୂର୍ବାହ୍ନ ୧୧ଟା ୧୫ରେ ଜନସଭାକୁ ସମ୍ବୋଧନ କରିବେ। ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରମୁଖ ଯୋଗଦେବେ। ଶାହା ଅପରାହ୍ନ ୧ଟାରେ କେନ୍ଦୁଝର, ଅପରାହ୍ନ ୨ଟା ୧୫ରେ ଢେଙ୍କାନାଳର ପରଜଙ୍ଗ(ବାଟଗାଁ ଖେଳପଡିଆ)ଠାରେ ଏବଂ ଅପରାହ୍ନ ୩ଟା ୧୫ରେ ନୟାଗଡ(ଲାଠିପଡା ଟାଙ୍ଗି ପଡିଆ)ଠାରେ ଅନୁଷ୍ଠତି ଜନସଭାକୁ ସମ୍ବୋଧନ କରିବେ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post
Next Post