ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ଭୋପାଳରେ ଜନ ଆଶୀର୍ବାଦ ଯାତ୍ରାରେ ଯୋଗଦେବେ । ବିଶାଳ ଜନସଭାକୁ ସମ୍ବୋଧନ କରିବେ । ବିଜେପି କର୍ମକର୍ତ୍ତାଙ୍କୁ ବିଜୟମନ୍ତ୍ର ଦେବେ । ପିଏମ୍ଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସ୍ଥାନୀୟ ଜାମ୍ବୋରୀ ଗ୍ରାଉଣ୍ଡରେ ଆୟୋଜିତ ହେବାକୁ ଥିବା ଜନସଭାରେ ହଜାର ହଜାର କର୍ମକର୍ତ୍ତା ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାଜଧାନୀ ଭୋପାଳଙ୍କୁ ସ୍ବତନ୍ତ୍ର ଭାବେ ସଜାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଜନସଭାବେ ଦୁଇ ଘଣ୍ଟା ଧରି ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୋପାଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ।ସୁରକ୍ଷା ପାଇଁ ଭୋପାଳରେ 4 ହଜାର ପୋଲିସ ଫୋର୍ସ ମୁତୟନ କରାଯାଇଛି।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post