ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ଭୋପାଳରେ ଜନ ଆଶୀର୍ବାଦ ଯାତ୍ରାରେ ଯୋଗଦେବେ । ବିଶାଳ ଜନସଭାକୁ ସମ୍ବୋଧନ କରିବେ । ବିଜେପି କର୍ମକର୍ତ୍ତାଙ୍କୁ ବିଜୟମନ୍ତ୍ର ଦେବେ । ପିଏମ୍ଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସ୍ଥାନୀୟ ଜାମ୍ବୋରୀ ଗ୍ରାଉଣ୍ଡରେ ଆୟୋଜିତ ହେବାକୁ ଥିବା ଜନସଭାରେ ହଜାର ହଜାର କର୍ମକର୍ତ୍ତା ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାଜଧାନୀ ଭୋପାଳଙ୍କୁ ସ୍ବତନ୍ତ୍ର ଭାବେ ସଜାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଜନସଭାବେ ଦୁଇ ଘଣ୍ଟା ଧରି ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୋପାଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ।ସୁରକ୍ଷା ପାଇଁ ଭୋପାଳରେ 4 ହଜାର ପୋଲିସ ଫୋର୍ସ ମୁତୟନ କରାଯାଇଛି।
Trending
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
Prev Post
Next Post