ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟିର ନେତୃତ୍ବରେ ଏନ୍ଡିଏ ଆଜି (କେରଳ) କେରଳରେ ଏକମାସ ବ୍ୟାପି ପଦଯାତ୍ରା ଆରମ୍ଭ କରୁଛି। ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା କାସରଗୌଡ଼ ଜିଲ୍ଲାରେ ଏହି ପଦଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ରାଜ୍ୟ ସଭାପତି କେ ସୁଦର୍ଶନ ପଦଯାତ୍ରାର ଆରମ୍ଭ କରିବେ ଓ ସେ ଧାର୍ମିକ ଓ ସାମାଜିକ ନେତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଜଡ଼ିତ ରହୁଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟିବେ। ଏଥି ସହିତ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ହିତାଧିକାରୀମାନଙ୍କୁ ଅବଗତ କରିବେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post